ଦେଶ ବିଦେଶ
judges: ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ୍ ୩ ଜଣଙ୍କ ନାମ ସୁପାରିଶ କଲା
ସୁପ୍ରିମକୋର୍ଟ କଲେଜିୟମ୍ ସୋମବାର ଦେଶର ସର୍ବୋଚ୍ଚ ଅଦାଲତରେ ବିଚାରପତି ନିଯୁକ୍ତି ପାଇଁ ତିନି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନାମର ସୁପାରିସ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଛନ୍ତି।

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ କଲେଜିୟମ୍ ସୋମବାର ଦେଶର ସର୍ବୋଚ୍ଚ ଅଦାଲତରେ ବିଚାରପତି ନିଯୁକ୍ତି ପାଇଁ ତିନି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନାମର ସୁପାରିସ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଛନ୍ତି।
ସୌଜନ୍ୟ ସମ୍ବାଦ




