ରାଜ୍ୟ
Kartika Purnima: କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଅବସରରେ ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା: ସୁଖ, ଶାନ୍ତି ଓ ସମୃଦ୍ଧି କାମନା କଲେ
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଅବସରରେ ଓଡ଼ିଶାର ରାଜ୍ୟପାଳ ବ୍ରଜ ମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଭୁବନେଶ୍ବର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଅବସରରେ ଓଡ଼ିଶାର ରାଜ୍ୟପାଳବ୍ରଜ ମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।
ସୌଜନ୍ୟ ସମ୍ବାଦ




