ରାଜ୍ୟ

kataka Bali Yatra: ବାଲିଯାତ୍ରା ୨ ଦିନ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଟକ ମେୟର୍

କଟକ ବାଲିଯାତ୍ରାର ଅବଧି ଆଉ ଦୁଇ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କଟକ ମେୟର୍ ସୁବାସ ସିଂହ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ମେୟର ଏହାର ଅବଧି ବୃଦ୍ଧି ଲାଗି ଅନୁରୋଧ କରିଛନ୍ତି।

କଟକ: ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଦୁଇ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କଟକ ମେୟର୍ ସୁବାସ ସିଂହ। ଯଦି ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି ମିଳେ ତେବେ ବାଲିଯାତ୍ରା ଡିସେମ୍ବର ୧ ତାରିଖ ପରିବର୍ତ୍ତେ ଆସନ୍ତା ୩ ତାରିଖ ଦିନ ଉଦ୍‌ଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ମେୟର ଏହାର ଅବଧି ବୃଦ୍ଧି ଲାଗି ଅନୁରୋଧ କରିଛନ୍ତି।

 

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button