
କଟକ ୪।୭: କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC । ଥାନା କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ IIC ବ୍ୟୁଟି ମହାନ୍ତିଙ୍କ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ତଦନ୍ତ ଆରମ୍ଭ କରିଛି ।
ସୌଜନ୍ୟ Prameya News7




