ରାଜ୍ୟ

Laxman Nayak birth anniversary: ସ୍ୱାଧୀନତା ସଂଗ୍ରାମୀ ସହିଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ

ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ସହିଦ ଲକ୍ଷ୍ମଣ ନାୟକଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ନବରଙ୍ଗପୁରସ୍ଥିତ ଲକ୍ଷ୍ମଣ ନାୟକ ବିଦ୍ୟାପୀଠ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲାସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ...

ନବରଙ୍ଗପୁର (ସୁରେଶ ନାଇଡୁ): ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ସହିଦ ଲକ୍ଷ୍ମଣ ନାୟକଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ନବରଙ୍ଗପୁରସ୍ଥିତ ଲକ୍ଷ୍ମଣ ନାୟକ ବିଦ୍ୟାପୀଠ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଲାସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ବିଶ୍ୱଜିତ ବର୍ମନ ସଭାପତିତ୍ବ କରିଥିଲେ। ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ବିଧାୟକ ଗୌରୀଶଙ୍କର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେl

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button