ଭୁବନେଶ୍ୱର : ବେଦାନ୍ତ ଆଲୁମିନିୟମ, ଓଡ଼ିଶାର ଜାମଖାନୀ କୋଇଲା ଖଣିରେ ଡିସେମ୍ବର ୨ରୁ ୧୫ତାରିଖ ପର୍ଯ୍ୟନ୍ତ ବାର୍ଷିକ ଖଣି ସୁରକ୍ଷା ପକ୍ଷ (ଏଏମ୍ଏସ୍ଏଫ୍) ର ଆୟୋଜନ କରିଛି । ଖଣି ସୁରକ୍ଷା ମହାନିର୍ଦ୍ଦେଶାଳୟ (ଡିଜିଏମଏସ) ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ୬୦୦ରୁ ଅଧିକ କର୍ମଚାରୀ, ବ୍ୟବସାୟିକ ସହଯୋଗୀ ଏବଂ ଶ୍ରମିକ ଅଂଶଗ୍ରହଣ କରିଥିଲେ ।

