ଦେଶ ବିଦେଶ

Minor Raped: ଦିଲ୍ଲୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ; ପୁଲିସ ପରିଚୟ ଦେଇ ଆସିଥିଲେ ଅଭିଯୁକ୍ତ

ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଛି। ଏନକାଉଣ୍ଟର ପରେ ଗଣଦୁଷ୍କର୍ମର ତିନି ଅଭିଯୁକ୍ତଙ୍କ ମଧ୍ୟରୁ ପୁଲିସ ଜଣଙ୍କୁ ଗିରଫ କରିଛି। ତଦନ୍ତରୁ ଜଣାପଡିଛି ଯେ ଅଭିଯୁକ୍ତ ପୁଲିସ ପରିଚୟ ଦେଇ ଏହି ଅପରାଧ କରିଥିଲେ।

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ରାଜଧାନୀ ନୂଆଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଛି। ଏନକାଉଣ୍ଟର ପରେ ଗଣଦୁଷ୍କର୍ମର ତିନି ଅଭିଯୁକ୍ତଙ୍କ ମଧ୍ୟରୁ ପୁଲିସ ଜଣଙ୍କୁ ଗିରଫ କରିଛି। ତଦନ୍ତରୁ ଜଣାପଡିଛି ଯେ ଅଭିଯୁକ୍ତ ପୁଲିସ ପରିଚୟ ଦେଇ ଏହି ଅପରାଧ କରିଥିଲେ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button