ଦେଶ ବିଦେଶ

Mithun Chakraborty: ପଶ୍ଚିମବଙ୍ଗ ସରକାରଙ୍କ ଉପଦେଷ୍ଟା ନିଯୁକ୍ତ ହେଲେ ମିଥୁନ ଚକ୍ରବର୍ତ୍ତୀ

ବରିଷ୍ଠ ଅଭିନେତା ଏବଂ ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ବାଧୀନ ପଶ୍ଚିମବଙ୍ଗ ସରକାରର ଉପଦେଷ୍ଟା ନିଯୁକ୍ତ ହୋଇଛନ୍ତି। ମିଥୁନଙ୍କୁ ରାଜ୍ୟ ପ୍ରଶାସନର ସାଂସ୍କୃତିକ ବ୍ୟାପାର ବିଭାଗରେ...

କୋଲକାତା: ବରିଷ୍ଠ ଅଭିନେତା ଏବଂ ବିଜେପି ନେତା ମିଥୁନ ଚକ୍ରବର୍ତ୍ତୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ବାଧୀନ ପଶ୍ଚିମବଙ୍ଗ ସରକାରର ଉପଦେଷ୍ଟା ନିଯୁକ୍ତ ହୋଇଛନ୍ତି। ମିଥୁନଙ୍କୁ ରାଜ୍ୟ ପ୍ରଶାସନର ସାଂସ୍କୃତିକ ବ୍ୟାପାର ବିଭାଗରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ମିଳିବ। ତାଙ୍କୁ ସୂଚନା ଏବଂ ସାଂସ୍କୃତିକ ବ୍ୟାପାର ବିଭାଗରେ ଗୁରୁତ୍ବପୂର୍ଣ୍ଣ କ୍ୟାବିନେଟ୍‌ ରୢାଙ୍କ୍‌ ମିଳିବ ଯାହା କି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧୀନରେ ରହୁଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button