ଦେଶ ବିଦେଶ

Modi meets Advani: ଆଡଭାନୀଙ୍କୁ ଭେଟି ଆଶୀର୍ବାଦ ନେଲେ ମୋଦୀ

ସରକାରଙ୍କ ପ୍ରମୁଖ ଭାବେ ନିଜ ଜନସେବାର ୨୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପିର ବୟୋବୃଦ୍ଧ ନେତା ଲାଲକୃଷ୍ଣ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କୁ ସାକ୍ଷାତ କରିଛନ୍ତି।

ନୂଆଦିଲ୍ଲୀ: ସରକାରଙ୍କ ପ୍ରମୁଖ ଭାବେ ନିଜ ଜନସେବାର ୨୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବିଜେପିର ବୟୋବୃଦ୍ଧ ନେତା ଲାଲକୃଷ୍ଣ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ସମୟରେ ପ୍ରଧାନମନ୍ତ୍ରୀ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ତାଙ୍କର ଆଶୀର୍ବାଦ ଗ୍ରହଣ କରିଛନ୍ତି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button