ରାଜ୍ୟ

Mohan Charan Majhi: ଆଇଏଚ୍‌ସି ମୁଖ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କୁ ଆରବୀୟ ଲୋକନୃତ୍ୟରେ ସ୍ବାଗତ

ସଂଯୁକ୍ତ ଆରବ ଏମିରେଟ୍‌ସ (ୟୁଏଇ)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିବେଶ ସମ୍ପର୍କ ଅଭିଯାନ ଆରମ୍ଭ କରିଛି। ଆଜି ଆବୁଧାବିସ୍ଥିତ ଇଣ୍ଟରନ୍ୟାସନାଲ୍‌ ହୋଲ୍‌ଡିଂ କମ୍ପାନି (ଆଇଏଚ୍‌ସି)ର ମୁଖ୍ୟ କାର୍ଯ୍ୟାଳୟରେ ସେ ପହଞ୍ଚିଛନ୍ତି।

ଆବୁଧାବି: ସଂଯୁକ୍ତ ଆରବ ଏମିରେଟ୍‌ସ (ୟୁଏଇ)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିବେଶ ସମ୍ପର୍କ ଅଭିଯାନ ଆରମ୍ଭ କରିଛି। ଆଜି ଆବୁଧାବିସ୍ଥିତ ଇଣ୍ଟରନ୍ୟାସନାଲ୍‌ ହୋଲ୍‌ଡିଂ କମ୍ପାନି (ଆଇଏଚ୍‌ସି)ର ମୁଖ୍ୟ କାର୍ଯ୍ୟାଳୟରେ ସେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଶିଳ୍ପ, ଗୃହ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ରହିଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button