ରାଜ୍ୟ
Murder: ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା; ପ୍ରଥମେ ହାଣିଲେ, ପରେ ପୋଡ଼ିଦେଲେ!
ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା ପରେ ମୃତଦେହ ପୋଡ଼ି ଦେଇଥିବା ଅଭିଯୋଗ ଗଜପତି ଜିଲ୍ଲାର ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ମେରାମା ଗ୍ରାମର ରାମ ଚନ୍ଦ୍ର ମାଝୀ।

ପାରଳାଖେମୁଣ୍ଡି (ସୁଜିତ ବିଷୋୟୀ): ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା ପରେ ମୃତଦେହ ପୋଡ଼ି ଦେଇଥିବା ଅଭିଯୋଗ ଗଜପତି ଜିଲ୍ଲାର ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ମେରାମା ଗ୍ରାମର ରାମଚନ୍ଦ୍ର ମଳିକ। ଏହି ଘଟଣାରେ ପୁଲିସ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।
ସୌଜନ୍ୟ ସମ୍ବାଦ




