ରାଜ୍ୟ
Murder: ଜମିବାଡ଼ି ବିବାଦରୁ ରକ୍ତପାତ: କାଠ ଫାଳିଆରେ ପିଟିପିଟି ବଡ଼ ଭାଇକୁ ହତ୍ୟା କଲା ସାନ
ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯)।
ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ (୩୫) ବୋଲି ପୁଲିସ ସୂଚନା ଦେଇଛି।
ସୌଜନ୍ୟ ସମ୍ବାଦ

