ରାଜ୍ୟ

Nabarangpur: ଓସ୍ବାସ ଫାଇଲ୍ ପ୍ରକ୍ରିୟାକରଣରେ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରାଜ୍ୟରେ ପ୍ରଥମ

ଅଗଷ୍ଟ ୨୦୨୬ ମାସର ଓଡ଼ିଶା ଷ୍ଟେଟ ୱର୍କଫ୍ଲୋ ଅଟୋମେସନ୍ ସିଷ୍ଟମ୍ (ଓସ୍ବାସ) ପ୍ରଦର୍ଶନ ଆଧାରରେ ସରକାରୀ ଫାଇଲ୍ ପ୍ରକ୍ରିୟାକରଣ କ୍ଷେତ୍ରରେ ଓଡ଼ିଶାର ୩୦ ଗୋଟି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟରୁ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମଗ୍ର ଓଡ଼ିଶାରେ ପ୍ରଥମ..

ନବରଙ୍ଗପୁର (ସୁରେଶ ନାଇଡୁ): ଅଗଷ୍ଟ ୨୦୨୬ ମାସର ଓଡ଼ିଶା ଷ୍ଟେଟ ୱର୍କଫ୍ଲୋ ଅଟୋମେସନ୍ ସିଷ୍ଟମ୍ (ଓସ୍ବାସ) ପ୍ରଦର୍ଶନ ଆଧାରରେ ସରକାରୀ ଫାଇଲ୍ ପ୍ରକ୍ରିୟାକରଣ କ୍ଷେତ୍ରରେ ଓଡ଼ିଶାର ୩୦ ଗୋଟି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟରୁ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମଗ୍ର ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କରିଛି। ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ଓ ଅନୁଷ୍ଠାନଗୁଡ଼ିକରେ ଓସ୍ବାସର ସୂଚାରୁ ବ୍ୟବହାର ଫଳରେ ଫାଇଲ୍ ପ୍ରକ୍ରିୟାକରଣ ଓ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ଗତିଶୀଳତା ଆସିଛି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button