ଜୀବନଚର୍ଯ୍ୟା

New dimension : ଆଧୁନିକ ସୌନ୍ଦର୍ଯ୍ୟର ନୂତନ ଦିଗ

ଆଧୁନିକ ଜୀବନଶୈଳୀରେ ସୁନ୍ଦର ଓ ଯୁବ ଚର୍ମ ପାଇଁ ଲୋକମାନେ ବିଭିନ୍ନ ବ୍ୟୁଟି ଟ୍ରିଟମେଣ୍ଟ ଦିଗରେ ଆକୃଷ୍ଟ ହେଉଛନ୍ତି। ସେଥିରେ ରେଡିଓ ଫ୍ରିକ୍ୱେନ୍ସି ଫେସିଆଲ ଏକ ନୂତନ ଓ ପ୍ରଭାବଶାଳୀ ପଦ୍ଧତି ଭାବେ....

ଆଧୁନିକ ଜୀବନଶୈଳୀରେ ସୁନ୍ଦର ଓ ଯୁବ ଚର୍ମ ପାଇଁ ଲୋକମାନେ ବିଭିନ୍ନ ବ୍ୟୁଟି ଟ୍ରିଟମେଣ୍ଟ ଦିଗରେ ଆକୃଷ୍ଟ ହେଉଛନ୍ତି। ସେଥିରେ ରେଡିଓ ଫ୍ରିକ୍ୱେନ୍ସି ଫେସିଆଲ ଏକ ନୂତନ ଓ ପ୍ରଭାବଶାଳୀ ପଦ୍ଧତି ଭାବେ ପରିଚିତ ହୋଇଛି। ସର୍ଜରି ବିନା ଚର୍ମକୁ ଟାଇଟ୍ କରିବା, ଚର୍ବି କମାଇବା ଓ ପ୍ରାକୃତିକ ଉଜ୍ଜ୍ବଳ ଫେରାଇବାରେ ଏହା ବିଶେଷ ଭୂମିକା ଗ୍ରହଣ କରିଛି । ତେଣୁ ଆଜିର ଯୁଗରେ ଏହି ଚିକିତ୍ସା ମଧ୍ୟ ବହୁତ ଲୋକପ୍ରିୟ ହୋଇପାରିଛି।

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button