Breaking News

ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ନବବର୍ଷ ଶୁଭେଚ୍ଛା

ଭୁବନେଶ୍ୱର: ଇଂରାଜୀ ନବବର୍ଷ ଅବସରରେ ଓଡିଶା ବିଧାନସଭାର ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଭେଟି ବିଧାନସଭାର ସଚିବ ଦାଶରଥୀ ଶତପଥୀ ଶୁଭେଚ୍ଛା ଜଣାଇଛନ୍ତି । ଇଂରାଜୀ ନବବର୍ଷ ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି ବାଚସ୍ପତି କହିଥିଲେ।

Comments are closed.