ରାଜ୍ୟ

Odisha Cabinet Approves ରାଜ୍ୟ କ୍ୟାବିନେଟ୍‌ ବୈଠକ: ୧୧ଟି ବିଭାଗର ୧୬ଟି ପ୍ରସ୍ତାବକୁ ମୋହର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟ୍‌ ୧୧ ବିଭାଗର ୧୬ ପ୍ରସ୍ତାବକୁ ମଞ୍ଜୁରି ଦେଇଛି। ଅସ୍ତରଙ୍ଗ ମତ୍ସ୍ୟବନ୍ଦର, ଦକ୍ଷତା ବିକାଶ ଓ ସହରାଞ୍ଚଳ ଜଳ ନିଷ୍କାସନ ପାଇଁ ଅର୍ଥ ମଞ୍ଜୁର ହୋଇଛି।

ଭୁବନେଶ୍ୱର:     ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୮ତମ  ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ   ହୋଇଯାଇଛି  l  ବୈଠକରେ  ୧୧ ଟି ବିଭାଗର ୧୬ ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି l

ବୈଠକ ପରେ ମୁଖ୍ୟମନ୍ତ୍ରୀ ମାଝୀ ଗଣମାଧ୍ୟମକୁ ‌କ୍ୟାବିନେଟ୍‌ ବୈଠକର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଥିଲେ। ନିଜର ଅଭିଭାଷଣର ପ୍ରାରମ୍ଭରେ ଶାସନ ମୁଖ୍ୟ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ ହୋଇଥିବା ଅବସରରେ ଅଭିନନ୍ଦନ ଜଣାଇଥିଲେ।  ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ  ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ବିଷଦ ତଥ୍ୟ ରଖିଥିଲେ।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button