ରାଜ୍ୟ

Odisha Vigilance Raids: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଜୟଦେବ ଜେନାଙ୍କ ୭ଟି ସ୍ଥାନରେ ଓଡ଼ିଶା ଭିଜିଲାନ୍ସର ଚଢ଼ାଉ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳାର ଏବିଇଓ (ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ) ଜୟଦେବ ଜେନାଙ୍କ ସହ ଜଡ଼ିତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି ଓଡ଼ିଶା ଭିଜିଲାନ୍ସ।

ଯାଜପୁର: ଆଜି (୧୨.୧୦.୨୦୨୬) ଆୟ ବହିର୍ଭୂତ ସମ୍ପତ୍ତି  ଠୁଳ କରିଥିବା ଅଭିଯୋଗରେ ଯାଜପୁର ଜିଲ୍ଲାଧର୍ମଶାଳାର ଏବିଇଓ (ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ) ଜୟଦେବ ଜେନାଙ୍କ ସହ ଜଡ଼ିତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି ଓଡ଼ିଶା ଭିଜିଲାନ୍ସ। ତାଙ୍କ ଆୟର ଉତ୍ସ ତୁଳନାରେ ଅଧିକ ସମ୍ପତ୍ତି ଥିବା ଅଭିଯୋଗରେ ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍, ବ୍ରହ୍ମପୁରଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରାଯାଉଛି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button