ଦେଶ ବିଦେଶ

Odisha Wins Wind India Award ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ‘ୱିଣ୍ଡ ଇଣ୍ଡିଆ ୨୦୨୬’ ନେତୃତ୍ୱ ପୁରସ୍କାର

ସ୍ୱଚ୍ଛ ଶକ୍ତି ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ସଫଳତା ପାଇଁ ଓଡ଼ିଶାକୁ ‘ୱିଣ୍ଡ ଇଣ୍ଡିଆ ୨୦୨୬’ ନେତୃତ୍ୱ ପୁରସ୍କାର ମିଳିଛି। ରାଜ୍ୟର ପବନ ଶକ୍ତି ସମ୍ଭାବନାକୁ ନିବେଶକଙ୍କ ଆଗରେ ମଧ୍ୟ ଉପସ୍ଥାପନ କରାଯାଇଛି।

ଭୁବନେଶ୍ୱର: ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତିର ବିକାଶ ଓ ବିନିଯୋଗର ସଫଳତା ସ୍ୱରୂପ ରାଜ୍ୟକୁ ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ସମ୍ମାନଜନକ “ୱିଣ୍ଡ ଇଣ୍ଡିଆ ୨୦୨୬: ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ”  ପୁରସ୍କାରରେ ସମ୍ମାନିତ କରାଯାଇଛି।

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button