ରାଜ୍ୟ

Palapala River: ମୟୂରଭଞ୍ଜରେ ବଢ଼ିଲା ପଳପଳା ନଦୀର ଜଳସ୍ତର, ବାଲିଡ଼ିହା ପୋଲ ଉପରେ ୩ ଫୁଟ୍‌ ପାଣି

ମୟୂରଭଞ୍ଜ ଜିଲ୍ଲା ଶାମାଖୁଣ୍ଟା ବ୍ଲକରେ ପଳପଳା ନଦୀର ଜଳସ୍ତର ହଠାତ ବୃଦ୍ଧି ପାଇଛି। ଆଜି ସକାଳ ପ୍ରାୟ ୭ଟା ସମୟରେ ବାଲିଡ଼ିହା ପୋଲ ଉପରେ ପ୍ରାୟ ୩ ଫୁଟ୍‌ ଉଚ୍ଚତାରେ ପାଣି ପ୍ରବାହିତ ହେବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି।

ଶାମାଖୁଣ୍ଟା: ଆଜି ସକାଳ ୭ଟା ସମୟରେ ମୟୂରଭଞ୍ଜଜିଲ୍ଲା ଶାମାଖୁଣ୍ଟା ବ୍ଲକରେ ପ୍ରବାହିତ ପଳପଳା ନଦୀର ଜଳସ୍ତର ହଠାତ ବୃଦ୍ଧି ପାଇବା ଯୋଗୁଁ ବାଲିଡ଼ିହା ପୋଲ ଉପରେ ତିନିଫୁଟର ଜଳ ପ୍ରବାହିତ ହୋଇଥିବା ଜଣାଯାଇଛି। ଯାହାଦ୍ୱାରା ଯାତାୟତ ବାଧାପ୍ରାପ୍ତ ହୋଇଛି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button