ରାଜ୍ୟ

Panchayat: ପଞ୍ଚାୟତକୁ ବର୍ଷକୁ ୩କୋଟି ଯାଏଁ ମିଳିବ: ‘ଗ୍ରାମ ସମ୍ପଦ’ରେ ହେବ ଗାଁର ବିକାଶ

ଆସନ୍ତାବର୍ଷ ଏପ୍ରିଲ, ମେ’ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ତେଣୁ ଗ୍ରାମପଞ୍ଚାୟତଗୁଡ଼ିକୁ ସମୃଦ୍ଧ କରିବାକୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ‘ଗ୍ରାମ ସମ୍ପଦ’ ବା ‘ବହୁମୁଖୀ ପଞ୍ଚାୟତ ସୁବିଧା ଏବଂ ଗ୍ରାମାଞ୍ଚଳ ବିକାଶ

ଭୁବନେଶ୍ବର: ଆସନ୍ତାବର୍ଷ ଏପ୍ରିଲ, ମେ’ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ତେଣୁ ଗ୍ରାମପଞ୍ଚାୟତଗୁଡ଼ିକୁ ସମୃଦ୍ଧ କରିବାକୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ‘ଗ୍ରାମ ସମ୍ପଦ’ ବା ‘ବହୁମୁଖୀ ପଞ୍ଚାୟତ ସୁବିଧା ଏବଂ ଗ୍ରାମାଞ୍ଚଳ ବିକାଶ ପାଇଁ ସ୍ଥାୟୀ ସମ୍ପଦର ସବୁଜ, ସୁରକ୍ଷିତ ଏବଂ ସୁଗମ ମଡେଲ୍’ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିରେ ପଞ୍ଚାୟତସ୍ତରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଯଥା ବିଜିବିଓ, ସିଏଫ୍‌ସି, ଏସ୍‌ଏଫ୍‌ସି, ସିଏସ୍‌ଆର୍‌, ଡିଏମ୍‌ଏଫ୍‌, ବିଧାୟକ ପାଣ୍ଠି, ଭିବିଜି ରାମ୍‌ଜି ଆଦିକୁ ସମନ୍ବିତ କରି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଲୋକଙ୍କ ଆବଶ୍ୟକତା ଅନୁଯାୟୀ ପ୍ରକଳ୍ପଗୁଡ଼ିକ କାର୍ଯ୍ୟକ୍ଷମ ହେବ ବୋଲି ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ କହିଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button