President at Jharsuguda: ଝାରସୁଗୁଡାରେ ପହଞ୍ଚିଲେ ରାଷ୍ଟ୍ରପତି

ଝାରସୁଗୁଡା: ଝାରସୁଗୁଡା ବିମାନ ବନ୍ଦରରେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ପହଞ୍ଚିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ପ୍ରଦାନ କରାଯାଇଥିଲା।

ରାଷ୍ଟ୍ରପତିଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଭବ୍ୟ ସ୍ବାଗତ

ସୌଜନ୍ୟ – ସମ୍ବାଦ