ମହାନଗର

Rakhi: ପରିବେଶ ପାଇଁ ଗଛରେ ବାନ୍ଧିଲେ ରାଖୀ

ଆଜି ନୂଆପଲ୍ଲୀସ୍ଥିତ କସ୍ତୁରବା ଶିକ୍ଷାଶ୍ରମ ଶିଶୁ ବିଦ୍ୟାମନ୍ଦିରରେ ରକ୍ଷାବନ୍ଧନ ପାଳିତ ହୋଇଛି। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟା ଜ୍ୟୋତ୍ସ୍ନାରାଣୀ ନନ୍ଦଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ରୂପେ ପରିଚାଳନା ସମିତିର ଉପସଭାପତି....

ଭୁବନେଶ୍ବର: ଆଜି ନୂଆପଲ୍ଲୀସ୍ଥିତ କସ୍ତୁରବା ଶିକ୍ଷାଶ୍ରମ ଶିଶୁ ବିଦ୍ୟାମନ୍ଦିରରେ ରକ୍ଷାବନ୍ଧନ ପାଳିତ ହୋଇଛି। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟା ଜ୍ୟୋତ୍ସ୍ନାରାଣୀ ନନ୍ଦଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ରୂପେ ପରିଚାଳନା ସମିତିର ଉପସଭାପତି ମହେଶ୍ୱର ବେହେରା ଓ ମୁଖ୍ୟବକ୍ତା ଭାବେ ବିଦ୍ୟାଳୟର ପୂର୍ବତନ ସମ୍ପାଦକ କାହ୍ନୁଚରଣ ମହାକୁଡ଼ ଯୋଗ ଦେଇ ରାକ୍ଷୀ ବାନ୍ଧିବା ଦ୍ବାରା ଭାଇଚାରା ସମ୍ପର୍କ ବଢ଼େ ବୋଲି କହିଥିଲେ।

ପରେ ବିଦ୍ୟାଳୟର ପ୍ରତ୍ୟେକ ଛାତ୍ରଛାତ୍ରୀ ପରସ୍ପରକୁ ରାକ୍ଷୀ ବାନ୍ଧି ମିଠା ଖୁଆଇଥିଲେ। ସ୍କାଉଟ୍ସ ଆଣ୍ଡ୍‌ ଗାଇଡ୍ସର ଛାତ୍ରୀମାନେ ବୃକ୍ଷରେ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷାର ବାର୍ତ୍ତା ଦେଇଥିଲେ।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button