ରାଜ୍ୟ
Rape: ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଗର୍ଭବତୀ ଅଭିଯୋଗ, ଅଭିଯୁକ୍ତ ଗିରଫ
ନାବାଳିକାଙ୍କୁ ପ୍ରେମ ସମ୍ପର୍କରେ ଫସାଇ ତାଙ୍କ ସହ ବନ୍ଧୁତା ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ତାଙ୍କୁ ଗର୍ଭବତୀ କରିଥିବା ଅଭିଯୋଗରେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ବୈଶିଙ୍ଗା ପୁଲିସ ଗିରଫ କରିଛି। ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ...

ବୈଶିଙ୍ଗା (ଦିପକ କୁମାର ସିଂହ): ନାବାଳିକାଙ୍କୁ ପ୍ରେମ ସମ୍ପର୍କରେ ଫସାଇ ତାଙ୍କ ସହ ବନ୍ଧୁତା ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ତାଙ୍କୁ ଗର୍ଭବତୀ କରିଥିବା ଅଭିଯୋଗରେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ବୈଶିଙ୍ଗା ପୁଲିସ ଗିରଫ କରିଛି। ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯିବା ପରେ ଡାକ୍ତରୀ ପରୀକ୍ଷା ଶେଷ କରି କୋର୍ଟ ଚାଲାଣ କରାଯାଇଛି।
ସୌଜନ୍ୟ ସମ୍ବାଦ




