ପୁରୀ: ସରିଲା ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦୂର ହେଲା ଲୋକଙ୍କ ଦ୍ୱନ୍ଦ ଓ ଆଶଙ୍କା । ଆସନ୍ତା ମାର୍ଚ୍ଚ ମାସ ୨୫ ତାରିଖ ବୁଧବାର ଦିନ ହେବ ଅଳଙ୍କାର ଗଣତିମଣତି ପ୍ରକ୍ରିୟା । ଏହି ପ୍ରକ୍ରିୟାରେ ୨ଟି ଟିମ ଉପସ୍ଥିତ ରହିବେ । ଦିନ ୧୨.୨୦ରୁ ୧.୪୫ ମଧ୍ୟରେ ବାହାରିଛି ମାହେନ୍ଦ୍ରବେଳା । ଚୈତ୍ର ଶୁକ୍ଳ ସପ୍ତମୀ ତିଥିରେ ଖୋଲାଯାଇ ଗଣତିମଣତି ପ୍ରକ୍ରିୟା ଆରମ୍ଭ ହେବ ।
Ratnabhandara: ଏହି ଦିନରୁ ହେବ ରତ୍ନଭଣ୍ଡାର ଗଣତିମଣତି
ସରିଲା ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦୂର ହେଲା ଲୋକଙ୍କ ଦ୍ୱନ୍ଦ ଓ ଆଶଙ୍କା । ଆସନ୍ତା ମାର୍ଚ୍ଚ ମାସ ୨୫ ତାରିଖ ବୁଧବାର ଦିନ ହେବ ଅଳଙ୍କାର ଗଣତିମଣତି ପ୍ରକ୍ରିୟା । ଏହି ପ୍ରକ୍ରିୟାରେ ୨ଟି ଟିମ ଉପସ୍ଥିତ ରହିବେ
