ଦେଶ ବିଦେଶ

Road Accident: ଆନ୍ଧ୍ରପ୍ରଦେଶର ପାଲନାଡୁରେ ଭୟଙ୍କର ଦୁର୍ଘଟଣା: ବସ୍‌-ଅଟୋ ଧକ୍କାରେ ୭ ମୃତ

ଆନ୍ଧ୍ରପ୍ରଦେଶର ପାଲନାଡୁ ଜିଲ୍ଲା ଚିଲକାଲୁରିପେଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଅଟୋ-ରିକ୍ସାକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।

ଆନ୍ଧ୍ରପ୍ରଦେଶ:ଆନ୍ଧ୍ରପ୍ରଦେଶର ପାଲନାଡୁ ଜିଲ୍ଲା ଚିଲକାଲୁରିପେଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଅଟୋ-ରିକ୍ସାକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି।

ସମସ୍ତେ ଭେଲୁରୁ ଗାଁର ବାସିନ୍ଦା

ମୃତକମାନେ ସମସ୍ତେ ଚିଲକାଲୁରିପେଟ ମଣ୍ଡଳର ଭେଲୁରୁ ଗାଁର ବାସିନ୍ଦା ବୋଲି ଜଣାପଡ଼ିଛି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button