ଦେଶ ବିଦେଶ
Supreme Court : ସିଜେଆଇଙ୍କ ବିରୋଧରେ ମନ୍ତବ୍ୟ ନେଇ ଅବାମାନନା ମାମଲାରେ ୧୭ ନଭେମ୍ବରରେ ହାଜର ହେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତଙ୍କ ସମ୍ପର୍କରେ ମନ୍ତବ୍ୟକୁ ନେଇ ଶିବସେନା (ୟୁବିଟି) ସାଂସଦ ସଞ୍ଜୟ ରାଉତଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ସୁପ୍ରିମକୋର୍ଟ ଅବମାନନା ମାମଲାରେ ରାଉତଙ୍କୁ ନଭେମ୍ବର ୧୭ ତାରିଖରେ ବ୍ୟକ୍ତିଗତ ଭାବରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟକାନ୍ତଙ୍କ ସମ୍ପର୍କରେ ମନ୍ତବ୍ୟକୁ ନେଇ ଶିବସେନା (ୟୁବିଟି) ସାଂସଦ ସଞ୍ଜୟ ରାଉତଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ସୁପ୍ରିମକୋର୍ଟ ଅବମାନନା ମାମଲାରେ ରାଉତଙ୍କୁ ନଭେମ୍ବର ୧୭ ତାରିଖରେ ବ୍ୟକ୍ତିଗତ ଭାବରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।
ସୌଜନ୍ୟ ସମ୍ବାଦ




