ଦେଶ ବିଦେଶ

TMC: ଟିଏମ୍‌ସିର ନାମ -ଚିହ୍ନ ବିବାଦ ମମତାଙ୍କ ଆବେଦନର ଜରୁରୀ ଶୁଣାଣି ପାଇଁ ରାଜି ହେଲେ ସୁପ୍ରିମ୍‌କୋର୍ଟ

ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ଚିହ୍ନକୁ ନେଇ ନିର୍ବାଚନ କମିସନ୍‌ (ଇସି)ଙ୍କ ଅନ୍ତରୀଣ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରିଥିବା ଆବେଦନର ଜରୁରୀ ଶୁଣାଣି ପାଇଁ ସୁପ୍ରିମ୍‌କୋର୍ଟ ରାଜି ହୋଇଛନ୍ତି।

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ଚିହ୍ନକୁ ନେଇ ନିର୍ବାଚନ କମିସନ୍‌ (ଇସି)ଙ୍କ ଅନ୍ତରୀଣନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରିଥିବା ଆବେଦନର ଜରୁରୀ ଶୁଣାଣି ପାଇଁ ସୁପ୍ରିମ୍‌କୋର୍ଟ ରାଜି ହୋଇଛନ୍ତି। ସୋମବାର ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ, ଜଷ୍ଟିସ୍‌ ଜୟମାଲ୍ୟ ବାଗ୍‌ଚୀ ଓ ଜଷ୍ଟିସ୍‌ ଭି ମୋହନାଙ୍କ ଖଣ୍ଡପୀଠରେ ବରିଷ୍ଠ ଓକିଲ କପିଲ ସିବଲ ମାମଲାଟିକୁ ଜରୁରୀ ଭାବେ ତାଲିକାଭୁକ୍ତ କରିବାକୁ ଅନୁରୋଧ କରିଥିଲେ। ପ୍ରଧାନ ବିଚାରପତି ମାମଲା ତାଲିକାଭୁକ୍ତ କରିବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି।

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button