Breaking News
Browsing

Image

ବନ୍ୟପ୍ରାଣୀ ସପ୍ତାହ ୨୦୨୪ ପାଳନ ଉପଲକ୍ଷେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଶାନ୍ତି ଓ ଅହିଂସାର ଉପାସକ ମହାତ୍ମା ଗାନ୍ଧୀଙ୍କର ପୁଣ୍ୟ ଜନ୍ମତିଥି ଅବସରରେ ଅକ୍ଟୋବର ୨ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ବନ୍ୟପ୍ରାଣୀ ସପ୍ତାହ ସାରା ଦେଶରେ ପ୍ରତିବର୍ଷ ପାଳିତ ହୋଇଆସୁଅଛି |ବନ୍ୟପ୍ରାଣୀମାନଙ୍କୁ ସୁରକ୍ଷା ଦେବା ଏବଂ ସେମାନଙ୍କ ଆବାସସ୍ଥଳୀର ସୁରକ୍ଷା ଓ ସଂରକ୍ଷଣ ପାଇଁ…