ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାତୀୟ ସୁରକ୍ଷା ଏବଂ ସାର୍ବଜନୀକ ସୁରକ୍ଷାକୁ ନଜରରେ ରଖି ପ୍ରବାସ ନୀତିକୁ ଆହୁରି କଠୋର କରିଛନ୍ତି। ମଙ୍ଗଳବାର ଟ୍ରମ୍ପ ପ୍ରଶାସନ ଆହୁରି ୭ଟି ଦେଶ ଏବଂ ପାଲେଷ୍ଟେନୀୟଙ୍କ ଉପରେ ସମ୍ପୂର୍ଣ୍ଣ ଯାତ୍ରା ପ୍ରତିବନ୍ଧକ ଲଗାଇଛି। ଏହା ସହିତ, ଅନ୍ୟ ୧୫ଟି ଦେଶର ନାଗରିକଙ୍କ ଉପରେ ଆଂଶିକ ପ୍ରବେଶ ପ୍ରତିବନ୍ଧକ ଲଗାଯାଇଛି। ଟ୍ରମ୍ପ ପ୍ରଶାସନର ଏହି ପଦକ୍ଷେପ ସହିତ, ଆମେରିକାରୁ ଯାତ୍ରା ପ୍ରତିବନ୍ଧକ କିମ୍ବା ପ୍ରବେଶ ପ୍ରତିବନ୍ଧକର ସମ୍ମୁଖୀନ ହେଉଥିବା ଦେଶର ସଂଖ୍ୟା ୩୯କୁ ବୃଦ୍ଧି ପାଇଛି।
US Travel Ban: ୩୯ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ ! ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନେଲା ଆମେରିକା
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାତୀୟ ସୁରକ୍ଷା ଏବଂ ସାର୍ବଜନୀକ ସୁରକ୍ଷାକୁ ନଜରରେ ରଖି ପ୍ରବାସ ନୀତିକୁ ଆହୁରି କଠୋର କରିଛନ୍ତି। ମଙ୍ଗଳବାର ଟ୍ରମ୍ପ ପ୍ରଶାସନ ଆହୁରି ୭ଟି ଦେଶ ଏବଂ ପାଲେଷ୍ଟେନୀୟଙ୍କ ଉପରେ ସମ୍ପୂର୍ଣ୍ଣ ଯାତ୍ରା ପ୍ରତିବନ୍ଧକ ଲଗାଇଛି।
