ରାଜ୍ୟ

Utkalmani Gopabandhu Das ଗୋପବନ୍ଧୁ ଦାସଙ୍କ ଆଦର୍ଶରେ ସମୃଦ୍ଧ ଓଡ଼ିଶା ଗଠନ କରିବେ ଯୁବପିଢ଼ି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱରରେ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ଯୁବପିଢ଼ିଙ୍କୁ ସମାଜସେବା ଓ ରାଷ୍ଟ୍ରଗଠନରେ ଯୋଗଦାନ ପାଇଁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସମୃଦ୍ଧ ଓଡ଼ିଶା ଓ ବିକଶିତ ଭାରତ ନିର୍ମାଣରେ ଆମର ଯୁବ ସମାଜ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ଆଜି (ଶୁକ୍ରବାର) ଜୟଦେବ ଭବନଠାରେ ଆୟୋଜିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button