Breaking News

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଏକକାଳୀନ ୭ଟି ସ୍ଥାନରେ ଚଢାଉ ଜାରି

0

ଆରଡି: ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା। ସୁନ୍ଦରଗଡ଼ ଗ୍ରାମ୍ୟ ପୂର୍ତ୍ତ ଡିଭିଜନର ଯନ୍ତ୍ରୀଙ୍କ ଘରେ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ। ସୁନ୍ଦରଗଡ଼ ଓ ଭଦ୍ରକର ୭ ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ସଞ୍ଜୟ ବେହେରାଙ୍କ ବନ୍ତ ସ୍ଥିତ ନିଜ ପୈତୃକ ଘରେ, ଶଶୁର ଘର ସିଂଢୋଲ ଏବଂ ଭଦ୍ରକ ସ୍ଥିତ ବାସ ଭବନରେ ରେଡ ଚାଲିଛି। ଚଢ଼ାଉରେ ସାମିଲ ଅଛନ୍ତି ୪ ଡ଼ିଏସପି, ୧୦ ଇନିସ୍ପେକ୍ଟର, ୪ ଏଏସଆଇ ସମେତ ଭିଜିଲାନ୍ସର ଅନ୍ୟ କର୍ମଚାରୀ।

Leave A Reply

Your email address will not be published.