ଦେଶ ବିଦେଶ

Zonal Council Meeting: ଆଞ୍ଚଳିକ ପ୍ରତିନିଧିତ୍ୱ ସୁରକ୍ଷା ଓ ଆର୍ଥିକ ସ୍ୱାୟତ୍ତତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି

ତାମିଲନାଡୁରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିବା ଦକ୍ଷିଣାଞ୍ଚଳ ପରିଷଦ ବୈଠକରେ ଲୋକସଭା ଆସନ ସୀମା ନିର୍ଦ୍ଧାରଣ, ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକର ରାଜନୈତିକ ପ୍ରତିନିଧିତ୍ୱର ସୁରକ୍ଷା, ନିଟ୍‌ ପରୀକ୍ଷା, କାବେରୀ ନଦୀ...

ମହାବଳୀପୁରମ: ତାମିଲନାଡୁରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିବା ଦକ୍ଷିଣାଞ୍ଚଳ ପରିଷଦ ବୈଠକରେ ଲୋକସଭା ଆସନ ସୀମା ନିର୍ଦ୍ଧାରଣ, ଦକ୍ଷିଣ ଭାରତୀୟ ରାଜ୍ୟଗୁଡ଼ିକର ରାଜନୈତିକ ପ୍ରତିନିଧିତ୍ୱର ସୁରକ୍ଷା, ନିଟ୍‌ ପରୀକ୍ଷା, କାବେରୀ ନଦୀ ଜଳ ବଣ୍ଟନ ଏବଂ ଅଧିକ ଆର୍ଥିକ ସ୍ୱାୟତ୍ତତା ଭଳି ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ମୁଖ୍ୟମନ୍ତ୍ରୀମାନେ ଜୋର ଦେଇଛନ୍ତି।

 

 

 

 

 

 

ସୌଜନ୍ୟ ସମ୍ବାଦ

Show More

Leave a Reply

Your email address will not be published. Required fields are marked *

Back to top button